ଓଡ଼ିଶା
ଡିଲ୍ ବେଳେ ମାଡିବସିଲା ପୋଲିସ, ୨ ଜଣ ଗିରଫ, ବାକି ଫେରାର

ସୁନ୍ଦରଗଡ଼: ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ଚଢାଉ । ଧଳାଜହର ବିକ୍ରି କରୁଥିବା ବେଳେ ୨ଜଣ ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୩୯.୫ ଗ୍ରାମ ବ୍ରାଉନ୍ସୁଗାର ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ଦେଢଲକ୍ଷ ଟଙ୍କା ହେବ ବୋଲି କହିଛନ୍ତି ସୁନ୍ଦରଗଡ଼ ଏସ୍ପି ସାଗରିକା ନାଥ । ଏନେଇ ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି ଏସ୍ପି ।





