ଓଡ଼ିଶା
ସାରା ରାଜ୍ୟକୁ ଛୁଇଁଲା ମୌସୁମୀ ବାୟୁ, ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟକୁ ଛୁଇଁଲା ମୌସୁମୀ ବାୟୁ । ଆଜି ସାରା ରାଜ୍ୟକୁ ଅଗ୍ରସର ହେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।





