ଅନ୍ୟାନ୍ୟ

ନୂଆବର୍ଷର ପ୍ରାରମ୍ଭରୁ ବର୍ଷା ହେବା ସମ୍ଭାବନା ରହିଛି।

ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଏହାରି ମଧ୍ୟରେ ପାଗରେ ପୁଣି ପରିବର୍ତ୍ତନ ହେବାକୁ ଯାଉଛି। ନୂଆବର୍ଷର ପ୍ରାରମ୍ଭରୁ ବର୍ଷା ହେବା ସମ୍ଭାବନା ରହିଛି।

ପଶ୍ଚିମାଝଡ଼ ପ୍ରଭାବରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଜାନୁଆରୀ ପ୍ରଥମ ସପ୍ତାହ ଶେଷ ବେଳକୁ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।

Related Articles

Back to top button