ରାଜନୀତି

ସଂସଦର ବଜେଟ୍ ଅଧିବେଶନ ଜାନୁଆରି ୩୧ରୁ ଆରମ୍ଭ ହୋଇ ଫେବ୍ରୁଆରି ୯ ରେ ଶେଷ ହେବ

ସଂସଦର ବଜେଟ୍ ଅଧିବେଶନ ଜାନୁଆରି ୩୧ରୁ ଆରମ୍ଭ ହୋଇ ଫେବ୍ରୁଆରି ୯ ରେ ଶେଷ ହେବ ବୋଲି ସରକାରୀ ସୁତ୍ରରୁ ଜଣାପଡ଼ିଛି। ଜାନୁଆରୀ ୩୧ରେ ବଜେଟ୍ ଅଧିବେଶନ ଆରମ୍ଭ ହେବା ପରେ ସଂସଦର ଉଭୟ ଗୃହକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିବେ।

ଏହାପରେ ଜାନୁଆରୀ ୩୧ରେ ଅର୍ଥନୈତିକ ସର୍ଭେ ରିପୋର୍ଟ ମଧ୍ୟ ଉପସ୍ଥାପନ କରାଯିବ।ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବ୍ରୁଆରି ୧ ରେ ୨୦୨୪-୨୫ର ପ୍ରଥମ ୪ ମାସ ପାଇଁ ଏକ ଅନ୍ତରୀଣ ବା କାମଚଳା ବଜେଟ୍ ଉପସ୍ଥାପନ କରିବେ।

Related Articles

Check Also
Close
Back to top button