ଅନ୍ତର୍ଜାତୀୟଓଡ଼ିଶା

ଭୁବନେଶ୍ୱର ବିମାନ ବନ୍ଦରରୁ ୬ କୋଟିର ଗଞ୍ଜେଇ ଜବତ

ଭୁବନେଶ୍ୱର,ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଗଞ୍ଜେଇ ଚାଲାଣ ବେଳେ, ଭୁବନେଶ୍ବର ବିମାନବନ୍ଦରରୁ,ଦୁଇ ଅଭିଯୁକ୍ତଙ୍କ ନିକଟରୁ ୬ କୋଟିର ମାରିଜୁଆନା ଜବତ ହୋଇଥିବା ସୂଚନା ମିଳିଛି।

ରାଜସ୍ବ ଗୁଇନ୍ଦା ନିର୍ଦ୍ଦେଶାଳୟ ଏୟାରପୋର୍ଟରୁ ଜବତ କରିବା ସହ ଘଟଣାରେ ୨ ଜଣଙ୍କୁ ଅଟକ ରଖିଛି।ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବ,ନ୍ଦରରୁ ଗତ ବର୍ଷ ଅଗଷ୍ଟ ମାସରେ ମାସ ୮ କୋଟି ଟଙ୍କାର ବିଦେଶୀ ଗଞ୍ଜେଇ  ଜବତ ହୋଇଥିଲା ।

ଥାଇଲାଣ୍ଡରୁ ଇଣ୍ଡିଗୋ ବିମାନରେ, ଆସୁଥିବା ବେଳେ ରାଜସ୍ବ ଗୁଇନ୍ଦା ନିର୍ଦ୍ଦେଶାଳୟ ହାବୁଡ଼ରେ ପଡ଼ିଥିଲା ଏହି ଉତ୍କଟ ନିଶାଦ୍ରବ୍ୟ ।

ଗୁଜୁରାଟ ଅହମଦାବାଦର ଜଣେ ଯୁବକଙ୍କୁ ଏହି ମାମଲାରେ ଅଟକ ରଖିଥିଲା କଷ୍ଟମ୍‌ ବିଭାଗ ।

ରାଜସ୍ବ ଗୁଇନ୍ଦା ନିର୍ଦ୍ଦେଶାଳୟ, ଏୟାରପୋର୍ଟରୁ ଜବତ କରିବା ସହ ଘଟଣାରେ ୨ ଜଣଙ୍କୁ ଅଟକ ରଖିଛି। ଦୁଇ ଅଭିଯୁକ୍ତ, ତାମିଲ ବୋଲି ଜଣାପଡ଼ିଛି ।

ଜବତ ଗଞ୍ଜେଇର ଓଜନ ପ୍ରାୟ ୬ କିଲୋ ହୋଇଥିବାବେଳେ ଏହାର ବଜାର ମୂଲ୍ୟ ୬ କୋଟିରୁ ଅଧିକ ହେବ ।

Related Articles

Back to top button