ଓଡ଼ିଶାବାଣିଜ୍ୟ

ନୂଆ ମଦ ଦୋକାନ ଖୋଲିବାକୁ ମିଳିବନି ଅନୁମତି।

ଭୁବନେଶ୍ୱର ,ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର। ଅବକାରୀ ଶୁଳ୍କ ଉପରେ ୫ ପ୍ରତିଶତ ଡି-ଆଡିକ୍ସନ ସେସ୍ ପ୍ରବର୍ତ୍ତନ ହୋଇଛି। ନୂଆ ଅବକାରୀ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ୱୀକାର କରାଯାଇଛି। ବିଭିନ୍ନ ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦ ପ୍ରତିଶତ ବଢ଼ାଯିବ।ଆଇଏମଏଫଏଲ୍ ଓ ଦେଶୀ ମଦ ଉପରେ ଅବକାରୀ ଶୁଳ୍କ ବୃଦ୍ଧି ହୋଇଛି। ରାଜ୍ୟରେ ନୂତନ OFF,CL ଦୋକାନ ଖୋଲିବାକୁ ଅନୁମତି ମିଳିବନି। ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବନି।  ଶ୍ରୀମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବନି।ବିଭିନ୍ନ ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦ ପ୍ରତିଶତ ବଢ଼ାଯିବ।

Related Articles

Back to top button