ଅନ୍ୟାନ୍ୟଓଡ଼ିଶା

ଓଡ଼ିଶା ଆସିବେ ଭାରତୀୟ ସ୍ଥଳ ସେନା ମୁଖ୍ୟ ଉପେନ୍ଦ୍ର ଦ୍ବିବେଦୀ।

ଭୁବନେଶ୍ୱର ,ଆଜିଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ. ଭାରତୀୟ ସ୍ଥଳ ସେନା ମୁଖ୍ୟ ଉପେନ୍ଦ୍ର ଦ୍ବିବେଦୀ।

ଶ୍ରୀ ଦ୍ବିବେଦୀ ଭୁବନେଶ୍ବରରେ ପହଞ୍ଚିବା ପରେ, ୧୨୦ ବାଟାଲିଅନ ମୁଖ୍ୟାଳୟକୁ, ଯିବେ।

୨୮ରେ ସେ ପୁରୀ ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିବା, କାର୍ଯ୍ୟକ୍ରମ ରହିଛି।

ଏହାପରେ ସେ ଗୋପାଳପୁରସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜ ଗସ୍ତ କରି, ସେଠାରେ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ ବୁଲି ଦେଖିବା ସହିତ ପ୍ରଶିକ୍ଷଣ କାର୍ଯ୍ୟ ତଦାରଖ କରିବେ।

Related Articles

Back to top button