
ଭୁବନେଶ୍ୱର ,୫ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବ। ଝଡ଼ବର୍ଷା ନେଇ ଚେତାବନୀ ଜାରି, ହୋଇଛି ।
ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ପବନ ଓ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ, ପବନ ବହିପାରେ।
ନୂଆପଡ଼ା ଓ ନବରଙ୍ଗପୁରକୁ ଝଡ଼ ତୋଫାନ ନେଇ, ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି।
ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି, ପାଣିପାଗ ବିଭାଗ।
୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ ଚେତାବନୀ ଜାରି କରିଛି, ପାଣିପାଗ ବିଭାଗ ।
ଆଜି ୩ ଜିଲ୍ଲା ଗଞ୍ଜାମ, ଗଜପତି, ପୁରୀକୁ ତାତି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।




