ଅନ୍ୟାନ୍ୟଜୀବନଶୈଳୀ

ବଢ଼ିବ ଦିନର ତାପମାତ୍ରା

ଭୁବନେଶ୍ୱର,ଆଜିଠୁ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ।

ବଢ଼ିବ ଦିନର ତାପମାତ୍ରା, ଅସହ୍ୟ ଗୁଳୁଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା।

ଆସନ୍ତା ୧୨ ରୁ ୧୪ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଗୁଳୁଗୁଳି ଅନୁଭୂତ ହେବ।

ବଲାଙ୍ଗିର, ବରଗଡ଼, ସମ୍ବଲୁର ଓ ଝାରସୁଗୁଡ଼ାରେ ପାରଦ ୪୦ ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ କରାଯାଉଛି।

ଅନ୍ୟପଟେ ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ଅନୁଭୂତ ହେବ।

ଏଥିପାଇଁ ରାଜ୍ୟର ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୪୦ ଡିଗ୍ରୀ ଡେଇଁବ ପାରଦ।

ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି କରିବ ଅସ୍ତବ୍ୟସ୍ତ।

Related Articles

Back to top button