ଓଡ଼ିଶାପାଣିପାଗ

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର ,ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା ।

ଆଜି ପାଇଁ ୧୧ ଜିଲ୍ଲାକୁ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କାଲିଠୁ ତାତି ଆହୁରି ବଢିବ।

ବରଗଡ଼ ଜିଲ୍ଲାକୁ କାଲି ପାଇଁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି।

ସେହିଭଳି ୧୪ ତାରିଖ ପାଇଁ ବଲାଙ୍ଗିର ଓ ବରଗଡ଼ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ଆସନ୍ତା ୧୭ ତାରିଖ ଯାଏ ପ୍ରବଳ ଗରମ ଓ ଗୁଳୁଗୁଳି ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି।

Related Articles

Back to top button