Uncategorized

ପଶ୍ଚିମବଙ୍ଗ ନିର୍ବାଚନ: SSR ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଲେ ମମତା

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସୁଥିବା ବେଳେ ରାଜନୈତିକ ବାତାବରଣ ସରଗରମ ହୋଇଛି। ବିଜେପି ସୁବିଧାଜନକ ସ୍ଥିତିରେ ଥିବା ସତ୍ତ୍ୱେ ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ସୋମବାର ପରାଜୟ ସ୍ୱୀକାର କରିବାକୁ ମନା କରିଦେଇଛନ୍ତି। ଗଣତି ଜାରି ରହିଥିବାରୁ ଶେଷ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ସେ ନିଜ ସମର୍ଥକଙ୍କୁ ପରାମର୍ଶ ଦେଇଛନ୍ତି। ଚତୁର୍ଥ ଥର ପାଇଁ କ୍ରମାଗତ ଭାବେ କ୍ଷମତାକୁ ଫେରିବାକୁ ଲକ୍ଷ୍ୟ ରଖିଥିବା ମମତା ବାନାର୍ଜୀ ସୋସିଆଲ ମିଡିଆ ମାଧ୍ୟମରେ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି।

Related Articles

Back to top button