ଜାତୀୟଦୁର୍ଘଟଣା

ବାଣ କାରଖାନାରେ ବିସ୍ଫୋରଣ

 ଭୁବନେଶ୍ୱର,ସୋମବାର ସନ୍ଧ୍ୟା ସମୟରେ ଗୁଆଣ୍ଡୁ ଟାଉନସିପ୍‌ରେ, ଥିବା ଲିଉୟାଙ୍ଗ ହୁଆଶେଙ୍ଗ ବାଣ କାରଖାନା ନିର୍ମାଣ ଏବଂ ପ୍ରଦର୍ଶନ ସହଯୋଗ କାରଖାନାରେ ଦୁର୍ଘଟଣା ଘଟିଥିଲା।

ଏଥିରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬୧ ଜଣ ଆହତ ହୋଇଥିବା ସୂଚନା ମିଳିଛି।

ବିସ୍ଫୋରଣ ପରେ ତୁରନ୍ତ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଥିଲେ । ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟ ଜାରି ରହିଛି ।

ଏଥିରେ ୨୧ ଜଣଙ୍କ ମୃତ୍ୟୁ ଘଟିଛି । ଏବଂ ୬୧ ଜଣ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

ଏଥିରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬୧ ଜଣ ଆହତ ହୋଇଥିବା ସୂଚନା ମିଳିଛି।

ବର୍ତ୍ତମାନ ଘଟଣାସ୍ଥଳରେ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଚାଲିଛି ।

Related Articles

Back to top button