ଅନ୍ୟାନ୍ୟରାଜନୀତି

ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର ,ପରିବହନ ମନ୍ତ୍ରୀଙ୍କ ସୂଚନା ଅନୁସାରେ, ଇଭି ପାଇଁ ସବସିଡ୍ ୨୦୨୮ ଯାଏଁ ବୃଦ୍ଧି କରାଯାଇଛି।ଆଉ ପେଟ୍ରୋଲ୍ କି ଡିଜେଲ୍ ନୁହେଁ, ଅଧିକରୁ ଅଧିକ ବ୍ୟବହାର କରନ୍ତୁ ଇଭି। ଏନେଇ ରାଜ୍ୟବାସୀଙ୍କୁ ଅପିଲ୍ କରିଛନ୍ତି ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା।

ପୂର୍ବରୁ ଇଭି ବ୍ୟବହାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି।

ଏହା ସହିତ PMଙ୍କ କାରକେଡ୍ ଗାଡ଼ି ସଂଖ୍ୟା ହ୍ରାସ ନିଷ୍ପତ୍ତିକୁ ମନ୍ତ୍ରୀ ସ୍ୱାଗତ କରି କହିଛନ୍ତି, ମୁଁ ନିଜେ ସରକାରୀ ବସ୍ ରେ ଯିବା ଆସିବା,କରିବି ବୋଲି କହିଛନ୍ତି ।

Related Articles

Back to top button