Uncategorized

ଆସନ୍ତା ୧୯ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି, ୨୦ରେ ପ୍ରଧାନମନ୍ତ୍ରୀଙ୍କ ରାଇରଙ୍ଗପୁର ଗସ୍ତ

ଭୁବନେଶ୍ୱର: ଆସନ୍ତା ୧୯ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବାର ସମ୍ଭାବନା ରହିଛି। ସେହିପରି ଏହାର ପରଦିନ ଅର୍ଥାତ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରାଇରଙ୍ଗପୁର ଗସ୍ତରେ ଆସିପାରନ୍ତି ବୋଲି ସାଂସଦ ନବ ଚରଣ ମାଝୀ ସୂଚନା ଦେଇଛନ୍ତି। ଦେଶର ଦୁଇ ଶୀର୍ଷ ଜନନାୟକଙ୍କ ଏହି ବ୍ୟାକ-ଟୁ-ବ୍ୟାକ ଗସ୍ତକୁ ନେଇ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଏବେ ଜାତୀୟ ସ୍ତରରେ ବେଶ୍ ଚର୍ଚ୍ଚାରେ ରହିଛି।

Related Articles

Back to top button