ଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି କାର୍ଯ୍ୟ।

ଭୁବନେଶ୍ୱର ,ଶ୍ରୀଜୀଉ ମାନଙ୍କ ଶ୍ରୀଅଙ୍ଗରେ ବ୍ୟବହୃତ ଏବଂ ସ୍ନାନ ପୂର୍ଣ୍ଣିମା ଅବସରରେ, ଓଲାଗି ହୋଇଥିବା ଅଳଙ୍କାର ଗୁଡିକର ଆଜି, ଗଣତି କରାଯିବ।

ଭିତର ରତ୍ନଭଣ୍ଡାରରେ ଗଚ୍ଛିତ ଅବଶିଷ୍ଟ ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀର ଗଣତି କାର୍ଯ୍ୟର, ତାରିଖ ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର କରାଯାଇ ଗଣତି କରାଯିବ ବୋଲି, ଜଣାପଡ଼ିଅଛି।

ମହାପ୍ରଭୁଙ୍କ ରାହୁ ରେଖା, ଝୋବା, ସୁନା ଚିତା, ରୂପା ରସିକ, ସୁନା ଥଣ୍ଟିଆର ଗଣତି ମଣତି କାର୍ଯ୍ୟ ସହିତ ଥ୍ରୀଡି ସ୍କାନିଙ୍ଗ କରାଯିବ।

ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ, ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ।

Related Articles

Back to top button