Breaking Newsବାଣିଜ୍ୟ

ବଢିବ ଓମ୍‌ଫେଡ୍ କ୍ଷୀର ଦର

ପୁଣି ଗ୍ରାହକଙ୍କୁ ମହଙ୍ଗା ମାଡ଼। ଆସନ୍ତା ୪ ତାରିଖରୁ ଓମଫେଡ୍ କ୍ଷୀର ଦର ବୃଦ୍ଧି କରିବାକୁ ଯାଉଛି। ପ୍ରତି ଲିଟରରେ ୨ରୁ ୪ ଟଙ୍କା ବଢିଛି। ଟୋନଡ୍ ଦୁଗ୍ଧ ଲିଟର ପ୍ରତି ୫୬ ଟଙ୍କାରୁ ବୃଦ୍ଧି ପାଇ ୫୮ ଟଙ୍କା ହୋଇଛି। ପ୍ରିମିୟମ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବଢି ୬୦ ଟଙ୍କା ହୋଇଛି। ଗୋଲ୍ଡ ପ୍ଲସ୍ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି ପାଇଁ ୬୪ ଟଙ୍କାରୁ ୬୬ ଟଙ୍କା ହୋଇଛି।

Related Articles

Back to top button