
ମୋବାଇଲ ନ୍ୟୁଜ 24×7 ବ୍ୟୁରୋ; ଓଡ଼ିଶାରୁ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ବର୍ତ୍ତମାନର ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କୁ ପ୍ରାର୍ଥୀ କରାଯାଇଛି । ତେବେ ଟିକେଟ୍ ମିଳିବା ପରେ ପ୍ରତିକ୍ରିୟା ରଖିଛନ୍ତି ମନମୋହନ । ଦେଖନ୍ତୁ କ’ଣ କହୁଛନ୍ତି ମନମୋହନ ସାମଲ…




