ଅନ୍ୟାନ୍ୟରାଜନୀତି

ଆଜି ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ନୀତୀଶ।

ଭୁବନେଶ୍ୱର , ୨୦୨୪ ରେ ନୀତୀଶ ବିହାର ବିଧାନ ପରିଷଦକୁ ନିର୍ବାଚିତ ହୋଇଥିଲେ।

ତାଙ୍କର ଏହି କାର୍ଯ୍ୟକାଳ ୨୦୩୦ରେ, ଶେଷ ହେବାକୁ ଥିଲା।

ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଆଜି ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ୨

୦୨୫ ରେ ବିହାର ବିଧାନସଭା ନିର୍ବାଚନରେ ଏନଡିଏ ମେଣ୍ଟର ବିଜୟ ପରେ, ସେ ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ।

ଏବେ ସେ ରାଜ୍ୟସଭାକୁ, ନିର୍ବାଚିତ ହୋଇଛନ୍ତି।

ତାଙ୍କର କାର୍ଯ୍ୟକାଳ ଏପ୍ରିଲ ୧୦ ତାରିଖରୁ ଆରମ୍ଭ ହେଉଛି।

Related Articles

Back to top button