ଜୀବନଶୈଳୀରାଜନୀତି

କେନ୍ଦ୍ର ସରକାର ରାଜ୍ୟ ଗୁଡ଼ିକୁ କରିଛନ୍ତି ସତର୍କ ।

ଭୁବନେଶ୍ୱର ,ଗ୍ୟାସ୍ ଓ ପେଟ୍ରୋଲ, ଡିଜେଲ ଯୋଗାଣ ବାଧାପ୍ରାପ୍ତ ହୋଇଛି। ଯାହାର ମୁକାବିଲା ଲାଗି କେନ୍ଦ୍ର ସରକାର ରାଜ୍ୟ ଗୁଡ଼ିକୁ, ସତର୍କ କରିଛନ୍ତି। ଟିମ୍ ଇଣ୍ଡିଆ ହୋଇ କାମ କରିବାକୁ, ପ୍ରଧାନମନ୍ତ୍ରୀ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆହ୍ବାନ ଦେଇଛନ୍ତି। ଦିଲ୍ଲୀରୁ ଫେରିବା କ୍ଷଣି, ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ, ରାଜ୍ୟର ପ୍ରସ୍ତୁତି ସମ୍ବନ୍ଧରେ, ଏକ ବଡ଼ ବୈଠକ ଡାକିଛନ୍ତି । ଏହି ବୈଠକରେ ବିଭିନ୍ନ ବିଭାଗର ମୁଖ୍ୟଙ୍କ ସହ, ଜିଲ୍ଲାପାଳମାନେ, ଉପସ୍ଥିତ ରହିବେ।ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଯୋଗ ଦେଇ ରାଜ୍ୟର, ପ୍ରସ୍ତୁତି ସମ୍ବନ୍ଧରେ, ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରିଥିଲେ। ଏହା ସହ ରାଜ୍ୟରେ ମହଜୁଦ୍ ଥିବା ବିଭିନ୍ନ ସାମଗ୍ରୀ କେଉଁଭଳି ଲୋକଙ୍କ ନିକଟକୁ ସୁରୁଖୁରୁରେ ପହଞ୍ଚିବ, କଳାବଜାରୀ ସମସ୍ୟା ଉପୁଜିବ ନାହିଁ ସେଦିଗରେ, ବିସ୍ତୃତ ଭାବରେ ଆଲୋଚନା ହେବ।

Related Articles

Back to top button