ଓଡ଼ିଶାପାଣିପାଗ

ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଭୁବନେଶ୍ୱର,ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

୨୩ ରୁ ଖରା ଓ ଗରମ ବଢିବା ସହ ବଲାଙ୍ଗୀର ଅନୁଗୁଳ ଓ ଝାରସୁଗୁଡା ଏହି ୩ ଜିଲ୍ଲାକୁ ହିଟ ୱେଭ ବା ଗ୍ରୀଷ୍ମ ପ୍ରବାହ ଜାରି କରିଛି ପାଣିପାଗ ବିଭାଗ।

୨୫ ଯାଏ ଗ୍ରୀଷ୍ମ ପ୍ରବାହର ଚେତାବନୀ ଥିବା ବେଳେ ତାତିରୁ ନାହିଁ ନିସ୍ତାର ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଆସନ୍ତା ୪ ଦିନ ଯାଏ ତାପମାତ୍ରାରେ ପରିବର୍ତ୍ତନ ହେବାକୁ ନଥିବା ବେଳେ ୪ ଦିନ ପରେ ପୁଣି ୨ ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବାର ଆକଳନ କରିଛି।

ଉପକୂଳରେ ମଧ୍ୟ ପ୍ରବଳ ଅସମ୍ଭାଳ ଗୁଳୁଗୁଳି।

୨୫ ଯାଏଁ ତାତିରୁ ମିଳିବନି ନିସ୍ତାର। ୧୧ ଜିଲ୍ଲାକୁ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Related Articles

Back to top button