Uncategorized

ପୋଖରୀରେ ବୁଡି ଦୁଇ ନାବାଳିକା ମୃତ

ଭୁବନେଶ୍ବର: ପୋଖରୀରେ ବୁଡି ଦୁଇ ନାବାଳିକା ମୃତ । ପୋଖରୀରେ ଗାଧୋଉଥିବା ବେଳେ ପାଣିରେ ବୁଡ଼ି ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ହୋଇଛି ।ସୂଚନାଯୋଗ୍ୟ, ରେମୁଣା ବ୍ଲକ ନୂଆଗାଁ ପଞ୍ଚାୟତ ଭୂଇଁପଡା ଗ୍ରାମରେ ସଞ୍ଜୟ ମଲ୍ଲିକଙ୍କ ଝିଅ ଅନ୍ନପୂର୍ଣ୍ଣ।(୧୦)ଓ ସମ୍ପର୍କୀୟ ଭାଇ ସୁଜିତ ମଲ୍ଲିକଙ୍କର ଝିଅ ଅନ୍ୟାଶା(୧୦) ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ଗୋଡ଼ ଖସି ଯିବାରୁ ଦୁହେଁ ପାଣିରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Related Articles

Back to top button