
ଭୁବନେଶ୍ୱର ,ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ସୂଚନା ଦେଲେ ସାଂସଦ ନବଚରଣ ମାଝୀ।
ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ।
ଓଡ଼ିଶା ଗସ୍ତ ନେଇ ରାଷ୍ଟ୍ରପତି ଭବନରୁ,ଖବର ଆସିଥିବା ସାଂସଦ କହିଛନ୍ତି।
ନବନିର୍ମିତ ଷ୍ଟାଡିୟମ୍ ଉଦଘାଟନ କାର୍ଯ୍ୟକ୍ରମରେ, ସାମିଲ ହେବେ ରାଷ୍ଟ୍ରପତି।
୧୯ରେ ରାଇରଙ୍ଗପୁର ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
୨୦ରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ରାଇରଙ୍ଗପୁର, ଆସିବା ନେଇ ସୂଚନା ମିଳିଛି।



