ଅନ୍ତର୍ଜାତୀୟସ୍ୱାସ୍ଥ୍ୟ

ଶକ୍ତିଶାଳୀ ଭୂକମ୍ପ କ୍ୟୁବାରେ ଅନୁଭୂତ

ଭୁବନେଶ୍ୱର,ଶକ୍ତିଶାଳୀ ଭୂକମ୍ପ କ୍ୟୁବାରେ ଅନୁଭୂତ। ୬.୧ ମ୍ୟାଗ୍ନିଚ୍ୟୁଡରେ ଥରିଲା କ୍ୟୁବା । ମେକ୍ପିକୋ ଏବଂ ଆମେରିକାର ଫ୍ଲୋରିଡା ପର୍ଯ୍ୟନ୍ତ ଅନୁଭୂତ ହୋଇଥିଲା ଭୂକମ୍ପର ଝଟକା । ମିଆମି, ଓର୍ଲାଣ୍ଡୋ, ଟାମ୍ପା, ଜ୍ୟାକ୍ସନଭିଲ୍ ଏବଂ ତାଲାହାସୀରେ, ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ କ୍ୟୁବାର ପଶ୍ଚିମାଞ୍ଚଳରେ ଥିବା ମାଣ୍ଟୁଆ ସହରଠାରୁ, ପ୍ରାୟ ୧୦୪ କିଲୋମିଟର ଦୂର ଏବଂ ୧୦ କିଲୋମିଟର ଗଭୀରତାରେ ଥିଲା। ତେବେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି । ଭୂମିକମ୍ପ ପରେ ଫିଲିପାଇନ୍ସ ଏବଂ ଇଣ୍ଡୋନେସିଆର କିଛି ସ୍ଥାନରେ, ସୁନାମି ସତର୍କତା ଜାରି କରାଯାଇଛି। ଭୂମିକମ୍ପ ଯୋଗୁଁ, ୩୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦୦ରୁ ଅଧିକ ଆହତ ହୋଇଛନ୍ତି। ସତର୍କତା ସ୍ବରୂପ ଉପକୂଳବର୍ତ୍ତୀ ଅଞ୍ଚଳରେ ରହୁଥିବା ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ କୁହାଯାଇଛି। ଭୂମିକମ୍ପର କେନ୍ଦ୍ର ଭୂପୃଷ୍ଠର ମାତ୍ର ୧୦ କିଲୋମିଟର ଗଭୀରତାରେ ଥିଲା। ଭୂମିକମ୍ପରେ ଅନେକ ଘରଦ୍ବାର ଭାଙ୍ଗିଥିବା ବେଳେ ସୁନାମି ନିମନ୍ତେ ସତର୍କତା ଜାରି କରାଯାଇଛି।

Related Articles

Back to top button