ଅନ୍ୟାନ୍ୟଓଡ଼ିଶା

ଡିସିପି ଜଗମୋହନ ମୀନା ଇସ୍ତଫା ଦେଇଛନ୍ତି।

ଭୁବନେଶ୍ୱର, ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଇସ୍ତଫା ଦେଇଛନ୍ତି।

ଇସ୍ତଫା ଦେବା ପରେ ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି, ସେ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଛନ୍ତି।

ପୂର୍ବରୁ ସେ କଟକ ଡିସିପି, ଅନୁଗୁଳ ଓ ଗଞ୍ଜାମ ଏସପି ଭାବେ କାମ କରିଛନ୍ତି।

ସେ ୨୦୧୩ ବ୍ୟାଚର ଆଇପିଏସ। ଇସ୍ତଫା ଦେବା ପରେ ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି, ସେ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଛନ୍ତି।

ସେ କହିଛନ୍ତି, କୌଣସି କାରଣ ନୁହେଁ। ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଛି, କୌଣସି ଚାପ ନଥିଲା। ଲୋକଙ୍କ ସେବା କରିବାର ସୁଯୋଗ ପାଇଛି।

Related Articles

Back to top button