Uncategorized
ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ – Bastabbadi


ନୂଆଦିଲ୍ଲୀ: ଦେଶରେ ବଡଧରଣର ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ପତ୍ର ପଠାଇଛନ୍ତି। NEET ପ୍ରଶ୍ନ ପତ୍ର ପ୍ରଘଟ ପରେ ସିଜେପି ସମେତ ସମସ୍ତ ବିରୋଧୀ ଦଳ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ସେ ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ କରନ୍ତି।




