
ଭୁବନେଶ୍ୱର ,୭ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।
ଉଭୟ ଶାସକ ଓ ବିରୋଧୀ ଶିବିରର ଶୀର୍ଷ ନେତାଙ୍କ ଦିଲ୍ଲୀ ଗସ୍ତକୁ ନେଇ, ରାଜନୈତିକ ମହଲରେ ବିଭିନ୍ନ ଆଲୋଚନା ଆରମ୍ଭ ହୋଇଛି।
ଆଜି ମୁଖ୍ୟମନ୍ତ୍ରୀ ଓ ବିରୋଧୀ ଦଳ ନେତାଙ୍କ ଦିଲ୍ଲୀ ଗସ୍ତ।
ଉଭୟଙ୍କ ଦିଲ୍ଲୀ ଗସ୍ତକୁ ନେଇ ରାଜ୍ୟ ରାଜନୀତିରେ ଜୋରଦାର ଚର୍ଚ୍ଚା।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଜି ଅପରାହ୍ନ ସାଢ଼େ ୩ଟାରେ, ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ଅପରାହ୍ଣ ସାଢେ ୩ଟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ।



