ନୂଆଦିଲ୍ଲୀ: କର୍ଣ୍ଣାଟକ କ୍ୟାବିନେଟ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡି. ସୁଧାକରଙ୍କର ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ରହି ଚିକିତ୍ସାଧୀନ ଥିଲେ।…