DGP Medal Ceremony Police Awards
-
ଓଡ଼ିଶା
ଭୁବନେଶ୍ୱରରେ ଡିଜିପି ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ: ୭୮ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀ ପୁରସ୍କୃତ
ଭୁବନେଶ୍ୱର,୦୧/୦୪/୨୦୨୬: ଆଜି ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୭୮ ଜଣ…
Read More »