ନୂଆଦିଲ୍ଲୀ: ଆଜି ସକାଳେ ନିକୋବର ଦ୍ବୀପପୁଞ୍ଜ ଅଞ୍ଚଳରେ ୫.୦ ତୀବ୍ରତାସମ୍ପନ୍ନ ଭୂମିକମ୍ପ ସଂଘଠିତ ହୋଇଥିବା କଥା ‘ନ୍ୟାସ୍ନାଲ୍ ସେଣ୍ଟର୍ ଫର୍ ସିସ୍ମୋଲୋଜି’ କହିଛି। ଭୋର୍ ପ୍ରାୟ ୫.୭ରେ…