ପ୍ରବାଦପୁରୁଷ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ନାମରେ ସ୍ଥାପନ ହେବ ଏରୋସ୍ପେସ୍ ସେଣ୍ଟର। ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ବରିଶାଲରେ ଏହା ସ୍ଥାପନ କରାଯିବ।…